Loading...

299 Big Street, Govindpur, India

Open daily 10:00 AM to 10:00 PM

Blog

जाने माला के प्रकार, माला जपने का सही तरीका, नियम और फायदे-By Your Astrology Guru

सिंह लग्न की कुंडली में सूर्य – Singh Lagn Kundali me Surya (Sun)

भारत देश में प्रचलित पौराणिक मान्यताओं के अनुसार सूर्य देव शरीर में आत्मा , हड्डियों , दिल व् आँखों के कारक कहे जाते हैं । सिंह राशि के स्वामी सूर्य देव सिंह लग्न की कुंडली में एक कारक गृह होते हैं । सूर्य मेष राशि में उच्च और तुला में नीच के माने जाते हैं … Continue reading

जाने माला के प्रकार, माला जपने का सही तरीका, नियम और फायदे-By Your Astrology Guru

तुला लग्न की कुंडली में बुद्ध – Tula Lagn Kundali me Budh (Mercury)

भारत देश में प्रचलित पौराणिक मान्यताओं के अनुसार बुद्ध देव बुद्धि, लेखन, व्यापार के कारक कहे जाते हैं । लग्न में बुद्ध को दिशा बल प्राप्त है । बुध कन्याराशि में उच्च और मीन राशि में नीच के होते हैं । स्वराशि होने पर भद्र नामक पंचमहापुरुष योग का निर्माण होता है । तुला लग्न … Continue reading

जाने माला के प्रकार, माला जपने का सही तरीका, नियम और फायदे-By Your Astrology Guru

धनु लग्न की कुंडली में शुक्र – Dhanu Lagn Kundali me Shukra (Venus)

भारत देश में प्रचलित पौराणिक ज्योतिष मान्यताओं में शुक्र देवता को दैत्य गुरु की उपाधि प्राप्त है । शुक्र देव कला, सौंदर्य, प्रेम, शैया सुख , वीर्य या जिन तत्वों से साधारण जन को ज़िंदगी ज़िंदगी सी प्रतीत होती है के कारक कहे गए हैं । जीवन में ग्लैमर के कारक हैं शुक्र देवता जैसे … Continue reading

जाने माला के प्रकार, माला जपने का सही तरीका, नियम और फायदे-By Your Astrology Guru

कुम्भ लग्न की कुंडली में शुक्र – Kumbh Lagn Kundali me Shukra (Venus)

भारत देश में प्रचलित पौराणिक ज्योतिष मान्यताओं में शुक्र देवता को दैत्य गुरु की उपाधि प्राप्त है । शुक्र देव कला, सौंदर्य , प्रेम, शैया सुख, वीर्य या जिन तत्वोंसे साधारण जन को ज़िंदगी ज़िंदगी सी प्रतीत होती है के कारक कहे गए हैं । जीवन में ग्लैमर के कारक हैं शुक्र देवता जैसे : … Continue reading

जाने माला के प्रकार, माला जपने का सही तरीका, नियम और फायदे-By Your Astrology Guru

मकर लग्न की कुंडली में शुक्र – Makar Lagn Kundali me Shukr (Venus)

भारत देश में प्रचलित पौराणिक ज्योतिष मान्यताओं में शुक्र देवता को दैत्य गुरु की उपाधि प्राप्त है । शुक्र देव कला, सौंदर्य, प्रेम, शैया सुख, वीर्य या जिन तत्वों से साधारण जन को ज़िंदगी ज़िंदगी सी प्रतीत होती है के कारक कहे गए हैं । जीवन में ग्लैमर के कारक हैं शुक्र देवता जैसे : … Continue reading

जाने माला के प्रकार, माला जपने का सही तरीका, नियम और फायदे-By Your Astrology Guru

कन्या लग्न की कुंडली में बुद्ध – Kanya Lagn Kundali me Budh (Mercury)

भारत देश में प्रचलित पौराणिक मान्यताओं के अनुसार बुद्ध देव बुद्धि , लेखन , व्यापार के कारक कहे जाते हैं । लग्न में बुद्ध को दिशा बल प्राप्त है । बुध कन्या राशि में उच्च और मीन राशि में नीच के होते हैं । स्वराशि होने पर भद्र नामक पंचमहापुरुष योग का निर्माण होता है … Continue reading

ଜାନୁୟାରୀ 30 ତାରିଖରୁ ଫେବୃୟାରୀ 05 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିର ବନୁଛି ଧନଲକ୍ଷ୍ମୀ ଯୋଗ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ। ସରକାରୀ କାମରେ ସଫଳତା ପାଇବେ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ସୁଖଶାନ୍ତିରେ ସମୟ କଟାଇବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟୀମାନେ … ଅଧିକ ପଢନ୍ତୁ

2023 ମସିହା ଫେବୃୟାରୀ ମାସରେ କଣ ରହିବ 12ଟି ରାଶିର ଶୁଭାଶୁଭ, କେମିତି କାଟିବେ ଏଇ ମାସଟି… ଜାଣିବା ପାଇଁ ଦେଖନ୍ତୁ

ମେଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶି ହେବ । ମେଷରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ସୁଖ ସମ୍ପତ୍ତି ଲାଭ ହେବା ସହ ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ … ଅଧିକ ପଢନ୍ତୁ

ଫେବୃୟାରୀ 06 ତାରିଖରୁ ଫେବୃୟାରୀ 12 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ରାଜଯୋଗ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସହକର୍ମୀ ମାନଙ୍କର ସମର୍ଥନ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ।କର୍ମକ୍ଷେତ୍ରଟି ସୁଦୃଢ ହେବା ଫଳରେ ସମସ୍ତ ଚିନ୍ତା ଦୂର ହୋଇ ପରାକ୍ରମ ବଢିବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରର ସ୍ଥିତି ସୁଦୃଢ ହେବ। ସନ୍ତାନଙ୍କର ଶିକ୍ଷାରେ ଦେଖାଦେଉଥିବା ପ୍ରତିବନ୍ଧକ ଦୂର ହେବ। ବ୍ୟବସାୟ … ଅଧିକ ପଢନ୍ତୁ

ମକର ରାଶିରୁ କୁମ୍ଭ ରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ 12ଟି ରାଶିର ଶୁଭାଶୁଭ, ଦେଖନ୍ତୁ

ମେଷ:-ମେଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଏକାଦଶ ଭାବରେ ବା ଲାଭଭାବରେ ଅବସ୍ଥାନ କରିବେ । ଯାହାଫଳରେ ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇ ପାରିବ । ଯଦି … ଅଧିକ ପଢନ୍ତୁ

ଫେବୃୟାରୀ 13 ତାରିଖରୁ ଫେବୃୟାରୀ 19 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ଧନପ୍ରାପ୍ତି ଯୋଗ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବା ସହ ଗୃହସ୍ଥ ଜୀବନ ସୁଖମୟ ହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ସ୍ୱାସ୍ଥ୍ୟରେ ସୁଧାର ଆସିବା ଯୋଗେ ଖୁସି ମିଳିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ରାଜନୀତି କ୍ଷେତ୍ରରେ … ଅଧିକ ପଢନ୍ତୁ

ଫେବୃୟାରୀ 27 ତାରିଖରୁ ମାର୍ଚ୍ଚ 05 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 2ଟି ରାଶିରେ ବନୁଛି ଧନପ୍ରାପ୍ତି ଯୋଗ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି … ଅଧିକ ପଢନ୍ତୁ

ମାର୍ଚ୍ଚ 06 ତାରିଖରୁ ମାର୍ଚ୍ଚ 12 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିରେ ବନୁଛି ରାଜଯୋଗ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବା ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। କର୍ମକ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଗୃହୋପକରଣ କ୍ରୟ କରିବା ଯୋଗେ … ଅଧିକ ପଢନ୍ତୁ

ଅଶୁଭ ସମୟରେ କେଉଁ କାର୍ଯ୍ୟ କଲେ ଶୁଭ ଫଳ ମିଳେ ବା ଅଶୁଭ ସମୟରେ କେଉଁ ଶୁଭ କାର୍ଯ୍ୟ କରି ହେବ? ଜାଣିବା ପାଇଁ ଦେଖନ୍ତୁ

ଚୌଘଡିଆର ସମୟ ବିଷୟରେ- ନୂଆ କାର୍ଯ୍ୟ ଆରମ୍ଭ କରିବାକୁ ଶୁଭ ସମୟ ଦେଖିବା ପାଇଁ ଚୌଘଡିଆ ସମୟକୁ ବ୍ୟବହାର କରାଯାଏ । ପରମ୍ପରା ଅନୁସାରେ କୌଣସି ସ୍ଥାନକୁ ଯାତ୍ରା କରିବାକୁ ହେଲେ ତାର ଶୁଭ ସମୟ ଦେଖିବା ପାଇଁ ଚୌଘଡିଆ ବ୍ୟବହାର କରାଯାଏ । କିନ୍ତୁ ତାର ସରଳତା ହେତୁ ଏହାକୁ ଅନ୍ୟ କାର୍ଯ୍ୟର ଶୁଭ ସମୟ ଦେଖିବା ପାଇଁ ମଧ୍ୟ ବ୍ୟବହାର କରାଯାଏ । କୌଣସି ଶୁଭ କାର୍ଯ୍ୟ … ଅଧିକ ପଢନ୍ତୁ

ମାର୍ଚ୍ଚ 13 ତାରିଖରୁ ମାର୍ଚ୍ଚ 19 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିରେ ବନୁଛି ମହାଧନଯୋଗ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବନ୍ଧୁ … ଅଧିକ ପଢନ୍ତୁ

Item added to cart.
0 items - 0.00