ମାର୍ଚ୍ଚ 13 ତାରିଖରୁ ମାର୍ଚ୍ଚ 19 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିରେ ବନୁଛି ମହାଧନଯୋଗ
ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବନ୍ଧୁ … ଅଧିକ ପଢନ୍ତୁ
