ଜୁଲାଇ 17 ତାରିଖରୁ ଜୁଲାଇ 23 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିରେ ବନୁଛି ରାଜଯୋଗ
ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦୂରଯାତ୍ରାର ସୁଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧିହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ … ଅଧିକ ପଢନ୍ତୁ